ରାଇରଙ୍ଗପୁୁର: ରାଇରଙ୍ଗପୁରରେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ: ଘର ଭିତରୁ ମିଳିଲା ରକ୍ତାକ୍ତ ମୃତଦେହ
ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ହାଟ ବାଦଳା କଲୋନୀ ସାହିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଶୋଇଥିବା ଅବସ୍ଥାରେ ମୁଣ୍ଡରେ ଆଘାତ ଲାଗି ମୃତ୍ୟୁ ହୋଇଥିବା ଦେଖି ପରିବାର ଲୋକେ ହତ୍ୟା ସନ୍ଦେହ କରୁଛନ୍ତି। ପୁଲିସ ତଦନ୍ତ ଆରମ୍ଭ କରିଛି।