ବୌଦ୍ଧ ସଦର: ସରସରା ପି ଏମ ଶ୍ରୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ, ବାର୍ଷିକ ଉତ୍ସବ ଅନୁଷ୍ଠିତ
ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସରସରା ପି ଏମ ଶ୍ରୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ, ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅଣସରରେ ବୌଦ୍ଧ ଜିଲ୍ଲାପାଲ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାଏକ ଯୋଗ ଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ ଏବଂ ଛାତ୍ରଛାତ୍ରୀ ମାନଙ୍କ ଉଦ୍ୟସ୍ୟରେ ବକ୍ତବ୍ୟ ରଖିଥିଲେ