Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
भाजपा
Congress
Modi
Delhi
Viral
मारपीट
Jharkhand
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana

ଛତ୍ରପୁର: ବ୍ରହ୍ମପୁରରେ ହେବ କୁକୁର ବନ୍ଧ୍ୟାକରଣ, ବିଇଏମସି କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ମେୟର

Chhatrapur, Ganjam | Sep 4, 2025
ବ୍ରହ୍ମପୁର ମହାନଗର ନିଗମରେ କୁକୁର ବନ୍ଧ୍ୟାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏନେଇ ଗତକାଲି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଅପରାହ୍ନରେ ବିଇଏମସି କାର୍ଯ୍ୟାଳୟରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ।