Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
मारपीट
Jharkhand
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana

ନୟାଗଡ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ମିନିଟ୍ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି

Nayagarh, Nayagarh | Sep 14, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ନୟାଗଡ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ 1ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮ଟା୩୦ ମିନଟ୍ ପର୍ଯ୍ୟନ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହିତ ବର୍ଷା ନିମନ୍ତେ ସତର୍କତା ଜାରୀ କରାଯାଇଛି । ଏହାସହ ଜିଲ୍ଲାରେ 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

MORE NEWS

ନୟାଗଡ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ମିନିଟ୍ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି - Nayagarh News