ନୂଆପଡା: ନୂଆପଡ଼ା: ଗୁରୁକୁଳରେ ପାଳିତ ହେଲା ଜାତୀୟ ଆଇନ ସେବା ଦିବସ
ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ହରିପୁର ଗୁରୁକୁଳରେ ଜାତୀୟ ଆଇନ ସେବା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମାଗଣା ଆଇନ ସହାୟତା ପାଇଁ ନାଲସା ହେଲ୍ପଲାଇନ୍ ନମ୍ବର ୧୫୧୦୦ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବା ସହ ବିତର୍କ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି।