ବୌଦ୍ଧ ସଦର: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା ପାଳିତ
Baudh Sadar, Boudh (Bauda) | Aug 27, 2025
ବୁଧବାର ଦିନ ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ ବିଦ୍ୟାଦାତା, ବିଘ୍ନ ବିନାଶକ...