ଲଖନପୁର: କୁରେମାଲରେ ମା’ କାଳୀଙ୍କ ପୂଜା ଉତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଜମିଲା ଆସର
ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବ୍ଲକ୍ କୁରେମାଲରେ ମା’ କାଳୀଙ୍କ ପୂଜା ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ଭକ୍ତିମୟ ପରିବେଶରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦେଖିବା ପାଇଁ ଭକ୍ତଙ୍କ ଭିଡ଼ ଜମିଥିଲା।