Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
दिल्ली
Breakingnews
Narendramodi
Madhya_pradesh
Mp
Nsui
उत्तरप्रदेश
Pmmodi
Rahulgandhi
यूपी
Uttarpradesh
image
image
image
image

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ଜଗନ୍ନାଥ ମନ୍ଦିରରେ ଦୀପ ପ୍ରଜ୍ବଳନ କଲେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରି ପ୍ରଭୁ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ବୌଦ୍ଧ ବିଧାୟକ। ଭାରତର ଗଣତାନ୍ତ୍ରିକ ଇତିହାସରେ ନିରନ୍ତର ସର୍ବାଧିକ ସମୟ ନିର୍ବାଚିତ ହୋଇଥିବା ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ର ସେବାର ସଫଳତା ପାଇଁ ଆଜି ବୌଦ୍ଧ ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ଏକ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ମାନ୍ୟବର ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ଦୀପ ପ୍ରଜ୍ବଳନ କରି ସେ ମହାପ୍ରଭୁଙ୍କ ନିକଟରେ ଗୁହାରି କରିଛନ୍ତି।" ​ #BaudhNews #SarojKumarPradhan #MLABaudh #PMModi #NarendraModi #JagannathTemple #odishanewstoday

MORE NEWS