Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
मौत
Accident
Congress
Modi
Delhi
Viral
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ଭଞ୍ଜନଗର: ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପ୍ରସାଦ ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Bhanjanagar, Ganjam | Jan 12, 2026
ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପ୍ରସାଦ ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅ।ଜି ଦିନ 10 ଘଣ୍ଟ ସମୟରେ ହୋଇଥିବାର ଖବର ମିଳିଥିବା ବେଳେ ଜଗନ୍ନାଥପ୍ରସାଦ ବ୍ଲକର ବିଡିଓଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ସାଧାରଣ ଜନତାଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ତାହର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ ।

MORE NEWS