ମୁଦୁଲିପଡ଼ାରେ ଆଦିମ ବଣ୍ଡା ଜନଜାତି ମହିଳାଙ୍କ ପାଇଁ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍ଘାଟିତ
୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ
#collector #dmmalkangiri #Mudulipada #MalkangiriNews #Odisha #newodishatv
MV 79, Malkangiri | Aug 21, 2026