ବାଲେଶ୍ୱର ସରକାରୀ ITI ରେ କୌଶଳ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ
Baleshwar, Balasore | Nov 21, 2026
ବାଲେଶ୍ୱର ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନରେ କୌଶଳ ଦୀକ୍ଷାନ୍ତ ସମାରୋହ ପାଳିତ ହୋଇଯାଇଛି। ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ବିଧାୟକ ମାନସ କୁମାର ଦତ୍ତ ଯୋଗଦେଇ ପ୍ରଶିକ୍ଷାର୍ଥୀଙ୍କୁ ଉତ୍ସାହିତ କରିଛନ୍ତି।