ଡୁଙ୍ଗୁରିପାଲି: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା
ସୂଚନା ଅନୁସାରେ ଆଜି ଅପରାହ୍ନ ୨ ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l