ସାରା ରାଜ୍ୟରେ ବାତ୍ୟା ମୋନ୍ଥା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରୀପେଖିରେ ଆସନ୍ତା ୨୯ ତାରିଖରେ ମୟୁରଭଞ୍ଜ ଜିଲ୍ଲାରେ ୟୋଲ ୱାର୍ଣିଂ ଥିବା ବେଳେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରଖିବାକୁ ନିର୍ଦେଶ ଦିଆଯାଇଛି।