ଭଞ୍ଜନଗର: ଜଗନ୍ନାଥ ପ୍ରସାଦ ବ୍ଲକର ଅଙ୍ଗନବାଡ଼ି କେନ୍ଦ୍ରରେ ପାଳିତ ହେଲା ଆଙ୍ଗନ କା ଉତ୍ସବ
ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ତିନି ଦିନିଆ ଆଙ୍ଗନ କା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶିଶୁଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ଶିଶୁଙ୍କୁ ପୁରସ୍କୃତ କରାଯାଇଥିଲା।