Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड
No video available

ମହାକାଳପଡା: ଖରିନାସୀ ଘାଟ ଓ ବାହାକୁଦ ଘାଟକୁ ଡଙ୍ଗାରେ ଅତିକ୍ରମ କରି ସଚେତନତା ବାର୍ତ୍ତା ବାଣ୍ଟିଲେ ଜିଲ୍ଲାପାଳ, ବିଡ଼ିଓ ଏବଂ ତହସିଲଦାର

ଖରନାସୀ ଓ ବାହାକୁଦ ଘାଟକୁ ଡଙ୍ଗାରେ ଅତିକ୍ରମକରି ଘରଘର ବୁଲି ସଚେତନାର ବାର୍ତ୍ତା ବାଂଟିଥିଲେ ଜିଲ୍ଲାନିର୍ବାଚନ ଅଧିକାରୀ। ଏହି ଅଂଚଳର ଅଧିକାଂଶ ଲୋକ ସାଧାରଣତଃ ପାରାଦ୍ୱୀପକୁ ରୋଜଗାର ଉଦ୍ଦେଶ୍ୟରେ ପ୍ରତିଦିନ ଯାଇଥାନ୍ତି । ମାତ୍ର ଜୁନ୍ ୧ ତାରିଖରେ କାର୍ଯ୍ୟରୁ ବିରତରହି ଭୋଟଦାନ ଅଧିକାରକୁ ସୁନିଶ୍ଚିତ କରିବାକୁ ଜିଲ୍ଲା ନିର୍ବାଚନ ଅଧିକାରୀ ଆହ୍ୱାନ ରଖିଥିଲେ । ବୁଥସ୍ତରରେ ଲୋକଙ୍କୁ ସଚେତନ କରାଇବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଏହିକାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁରବିକାଶ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନୀଲୁ ମହାପାତ୍ର, ବିଡ଼ିଓ,ତହସିଲଦାର ଉପସ୍ଥିତ

MORE NEWS