ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା କିଷାନ କଂଗ୍ରେସ ଅଧ୍ୟକ୍ଷ ଭାବେ ରାଧାକାନ୍ତ ରଥ ନିଯୁକ୍ତ
ଗଜପତି ଜିଲ୍ଲା କିଷାନ କଂଗ୍ରେସର ଅଧ୍ୟକ୍ଷ ଭାବେ ରାଧାକାନ୍ତ ରଥ ନିଯୁକ୍ତ ହୋଇଛନ୍ତି। ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅଭୟ ସାହୁଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ହୋଇଛି। ଏ ନେଇ ଗଜପତି ଜିଲ୍ଲା କଂଗ୍ରେସ ପକ୍ଷରୁ ଶୁଭେଚ୍ଛା ଜଣାଯାଇଛି।