ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆଧୁନିକ ବିଜ୍ଞାନାଗାର ଉଦ୍ଘାଟନ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ନଭେମ୍ବର ୧୪ ତାରିଖରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଏଆଇ ସମ୍ପନ୍ନ ସ୍ମାର୍ଟ ବିଜ୍ଞାନାଗାରର ଶୁଭ ଉଦ୍ଘାଟନ କରାଯାଇଛି।