ରାଉରକେଲା ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ୍ରେ ୪ର୍ଥ ଜାତୀୟ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଯୋଗିତାର ଉଦ୍ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶନିବାର ସଂନ୍ଧ୍ଯାରେ ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଓ ବିଧାୟକଗଣ ଉପସ୍ଥିତ ଥିଲେ।