Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଦେବଗଡ: ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପିତୃମାତୃହୀନ ଶିଶୁଙ୍କ ସର୍ବେକ୍ଷଣ ପାଇଁ ତାଲିମ କର୍ମଶାଳା ଅନୁଷ୍ଠିତ

ଦେବଗଡ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଜି ଦିନ ପ୍ରାୟ ୨ ଟା ଯାଏଁ ପିତୃମାତୃହୀନ ଶିଶୁମାନଙ୍କ ସର୍ବେକ୍ଷଣ ପାଇଁ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ତତ୍ୱାବଧାନ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସୁରତି ପ୍ରଧାନଙ୍କ ଅଧ୍ୟକ୍ଷତାରେ “ପିତୃମାତୃହୀନ ଶିଶୁମାନଙ୍କ ସର୍ବେକ୍ଷଣ”ପାଇଁ ଏକ ତାଲିମ କର୍ମଶାଳା ଆୟୋଜିତ ହୋଇଛି।

MORE NEWS