Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
बीजेपी
Congress
Modi
Delhi
Viral
Dm
Rajasthan
मध्यप्रदेश
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी

ଦେବଗଡ: ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଳନ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ

ଦେବଗଡ଼ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଳନ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେବଗଡ଼ ଜିଲ୍ଲା କ୍ରୀଡ଼ା ବିଭାଗ ଓ ମାଇ ଭାରତ ପକ୍ଷରୁ ଯୁବ ଉତ୍ସବ ପାଳନ କରାଯିବ। ଏନେଇ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା 6 ରେ ଉକ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଆସନ୍ତା ଡ଼ିସେମ୍ବର 3 ତାରିଖ ବିଜୁ ପଟ୍ଟନାଏକ ପ୍ରେକ୍ଷାଳୟ ଦେବଗଡ଼ ମହାବିଦ୍ୟାଳୟ ଠାରେ ସକାଳ ୯ ଘଟିକା ସମୟରେ ଆୟୋଜନ କରାଯିବ।

MORE NEWS