Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking
Aimim

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ରତ୍ନ ଭଣ୍ଡାର ପ୍ରସଙ୍ଗରେ ଭୁବନେଶ୍ୱର ସରକାରୀ ବାସଭବନରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଅଗଷ୍ଟରେ ଗଣତି ମଣତି ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଉଚ୍ଚସ୍ତରୀୟ କମିଟି ବୈଠକରେ ହେବ ଚୂଡାନ୍ତ ନିଷ୍ପତି । ଦୁଇ ଜଣ ଏକ୍ସପର୍ଟ ଦେବାକୁ ଆରବିଆଇକୁ ଚିଠି ଲେଖାଯିବ। ଯେଉଁ ମାନଙ୍କର ସୋମନାଥ ମନ୍ଦିର ଓ ବିଭିନ୍ନ ବଡ ମନ୍ଦିରରେ ଅଳଙ୍କାର ଗଣତିରେ ଅଭିଜ୍ଞତା ଥିବ। ରତ୍ନ ଅଳଙ୍କାର ରଖିବା ପାଈଁ ନୂଆ ସିନ୍ଦୁକ ପ୍ରସ୍ତୁତ କରାଯାଇଛି । ଅଭିଜ୍ଞ ବଣିଆ ଚିହ୍ନଟ କରାଯିବ।

MORE NEWS