Public App Logo
Jansamasya
News
Bjp
National
Police
Bihar
बिहार
कांग्रेस
भाजपा
Congress
Modi
Delhi
Viral
Jharkhand
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand
Sambalpur
Crimenews
Karnataka
Aap
Kota

କେସିଙ୍ଗା: କେସିଙ୍ଗା ମହାବିଦ୍ୟାଳୟର ନୂତନ ଗୃହ ଉଦଘାଟନ ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Kesinga, Kalahandi | Jul 5, 2025
କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ଗୃହର ଉଦ୍ଘାଟନୀ ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଓ ବିଡ଼ିଓ ଜନ୍ମେଜୟ ସ୍ୱାଇଁ ଅତିଥି ଭାବରେ ଯୋଗଦେଇ ଏହାକୁ ୯ ଟା ବେଳେ ଉଦଘାଟନ କରିଥିଲେ l ଉଚ୍ଚ ଶିକ୍ଷା ବିଭାଗର ଆର୍ଥିକ ଅନୁଦାନ ଓ ଲୋକସଭା ସାଂସଦଙ୍କ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଏହା ନିର୍ମାଣ କରାଯାଇଛି l କଲେଜ ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ,ଅଧ୍ୟାପକ ,ଅଧ୍ୟାପିକା ଯୋଗ ଦେଇଥିଲେ l କଲେଜ ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏବଂ