ଗୁଣୁପୁର: ଚନ୍ଦ୍ରପୁରରେ ଅନୁଷ୍ଠିତ ହେଲା ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ଚନ୍ଦ୍ରପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ। ବ୍ଲକର ୮ଟି ପଞ୍ଚାୟତରୁ କ୍ଲଷ୍ଟର ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।