Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Jharkhand
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
image
image
image
image
image

କୁଚିଣ୍ଡା ବ୍ଳକ ସମ୍ମିଳନୀ କକ୍ଷରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଙ୍କ ଅନୁପସ୍ଥିତିରେ ସିଡିଓ ପ୍ରସନ୍ନ ପାତ୍ର, କୁଚିଣ୍ଡା ଉପଜିଲ୍ଲାପାଳ ସର୍ବାନନ ସି,କୁଚିଣ୍ଡା ତହସିଲଦାର ସରିତା ଓରାମ, ବନଖଣ୍ଡ ଅଧିକାରୀ ବିକ୍ରମ ଦେବ ପଟ୍ଟନାୟକ, ଉପଖଣ୍ଡ ପୋଲିସ୍ ଅଧିକାରୀ ପ୍ରଦିପ କୁମାର ଦାଶ, କୁଚିଣ୍ଡା ବିଡ଼ିଓ ଜୟନ୍ତ ସାହୁ ଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିର ରେ ସମୁଦାୟ ୫୯ ଗୋଟି ଅଭିଯୋଗ ଆସିଥିବା ବେଳେ,୧୩ ଟି ଗୋଷ୍ଠୀଗତ ଏବଂ ୪୬ ଟି ବ୍ୟକ୍ତିଗତ ଅଭିଯୋଗ ଆସିଥିଲା।ଏଠାରେ ୭ ଜଣଙ୍କୁ ନୂତନ ଭାବେ ଭତ୍ତା ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ କୁ ବ୍ଲକ ସେକ୍ସନ ଅଫିସର ତରୁଣ ପ୍ରସାଦ ବିଶ୍ବାଳ ପରିଚାଳନା କରିଥିବାବେଳେ, ବ୍ଲକ ର ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। #amarkuchinda #girvance

Kochinda, Sambalpur | Aug 10, 2026

MORE NEWS

କୁଚିଣ୍ଡା ବ୍ଳକ ସମ୍ମିଳନୀ କକ୍ଷରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଙ୍କ ଅନୁପସ୍ଥିତିରେ ସିଡିଓ ପ୍ରସନ୍ନ ପାତ୍ର, କୁଚିଣ୍ଡା ଉପଜିଲ୍ଲାପାଳ ସର୍ବାନନ ସି,କୁଚିଣ୍ଡା ତହସିଲଦାର ସରିତା ଓରାମ, ବନଖଣ୍ଡ ଅଧିକାରୀ ବିକ୍ରମ ଦେବ ପଟ୍ଟନାୟକ, ଉପଖଣ୍ଡ ପୋଲିସ୍ ଅଧିକାରୀ ପ୍ରଦିପ କୁମାର ଦାଶ, କୁଚିଣ୍ଡା ବିଡ଼ିଓ ଜୟନ୍ତ ସାହୁ ଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିର ରେ ସମୁଦାୟ ୫୯ ଗୋଟି ଅଭିଯୋଗ ଆସିଥିବା ବେଳେ,୧୩ ଟି ଗୋଷ୍ଠୀଗତ ଏବଂ ୪୬ ଟି ବ୍ୟକ୍ତିଗତ ଅଭିଯୋଗ ଆସିଥିଲା।ଏଠାରେ ୭ ଜଣଙ୍କୁ ନୂତନ ଭାବେ ଭତ୍ତା ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ କୁ ବ୍ଲକ ସେକ୍ସନ ଅଫିସର ତରୁଣ ପ୍ରସାଦ ବିଶ୍ବାଳ ପରିଚାଳନା କରିଥିବାବେଳେ, ବ୍ଲକ ର ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। #amarkuchinda #girvance - Kochinda News