ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ମହିଳା ମହାବିଦ୍ୟାଳୟରେ ପାଳିତ ହେଲା ମହାତ୍ମା ଗାନ୍ଧୀ ଜୟନ୍ତୀ
ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଅଧ୍ୟକ୍ଷାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗାନ୍ଧୀଜୀଙ୍କ ଆଦର୍ଶ ଓ ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଉପରେ ଆଲୋଚନା କରାଯାଇଥିଲା।