ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ସାନ ଉସ୍ତାପଡ଼ା ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା , ସରପଞ୍ଚ ସନ୍ତୋଷ କୁମାର ସ୍ୱାଇଁ, ସି ଡି ପି ଓ ନୀଳିମା ଟପ୍ପୋ, ଵି ଇ ଓ ରୁଦ୍ର ନାରାୟଣ ସାହୁ , ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ , କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବଡ଼ତ୍ୟା , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା, ଗ୍ରାମ୍ୟ ଉର୍ନ୍ନୟନ ବିଭାଗ ଏସ ଡି ଓ ଭି. ଶଙ୍କର ରାଓ ଉପସ୍ଥିତ ଥିଲେ ।