Public App Logo
Jansamasya
News
Bjp
National
Bihar
India
कांग्रेस
बीजेपी
Uttar_pradesh
विधायक
Congress
Modi
Delhi
Viral
Crime
शिक्षा
Jharkhand
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Haryana
Uttarpradesh
No video available

ଝାରସୁଗୁଡା: ଝାରସୁଗୁଡ଼ା ବିମାନବନ୍ଦର ଥାନା ଅନ୍ତର୍ଗତ ସାଲେଟିକ୍ରା ଗ୍ରାମରେ ଆଜି ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଧାରୁଆ

Jharsuguda, Jharsuguda | Dec 31, 2024
ଝାରସୁଗୁଡ଼ା ବିମାନବନ୍ଦର ଥାନା ଅନ୍ତର୍ଗତ ସାଲେଟିକ୍ରା ଗ୍ରାମରେ ଆଜି ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । ଘଟଣାରେ ପ୍ରଭାକର ରଣାଙ୍କ ସ୍ତ୍ରୀ କଲ୍ୟାଣୀଙ୍କ ମୁଣ୍ଡ ଓ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।