ଆର୍.ଆର୍.ପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଛି। ସରପଞ୍ଚଙ୍କ ପ୍ରତିନିଧି ପ୍ରବୀର ଦାସଙ୍କ ଦ୍ଵାରା ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।