Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ଦେବଗଡ: ତାରଙ୍ଗ ଗ୍ରାମପଂଚାୟତ ସମ୍ମିଳନୀ କକ୍ଷରେ ଅଣ ସଙ୍ଗଠିତ ଶ୍ରମିକ ସଚେତନତା କାର୍ଯ୍ୟକ୍ରମ ଓ ଦୁର୍ନୀତି ନିବାରଣ ସାଧୁତା ଶପଥ ପାଠ

ଦେବଗଡ ଜିଲ୍ଲା ଶ୍ରମିକ ଟ୍ରେଡ ୟୁନିୟନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ ଆନୁକୂଲ୍ୟରେ ରିଆମାଳ ବ୍ଲକ ଅନ୍ତର୍ଗତ ତାରଙ୍ଗ ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷରେ ଆଜି ଅଣ ସଙ୍ଗଠିତ ଶ୍ରମିକ ସଚେତନତା କାର୍ଯ୍ୟକ୍ରମ ସହିତ ଦୁର୍ନୀତି ନିବାରଣ ସାଧୁତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ପ୍ରାୟ ୨ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସଂଯୋଜକ ପରମେଶ୍ୱର ପ୍ରଧାନଙ୍କ ତତ୍ୱାବଧାନ ଓ କୃଷ୍ନଚନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ଶ୍ରମ ଅଧିକାରୀଣି ପଦ୍ମାବତୀ ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ ।

MORE NEWS