Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ତାଳଚେର ସଦର: ବଡ଼ସିଂହଡା ଠାରେ ଇଲାଇଟ ଏଜୁକେସନାଲ ଗ୍ରୋପର ବର୍ଷିକ ଉତ୍ସବ ଅନୁଷ୍ଠିତ

Talcher Sadar, Angul | Dec 27, 2025
ତାଳଚେର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼ସିଂହଡା ଗ୍ରାମରେ ଶନିବାର ସଂଧ୍ୟା ୬ ଘଟିକା ସମୟରେ ଅନୁଷ୍ଠିତ ଇଲାଇଟ ଏଜୁକେସନାଲ ଗ୍ରୋପର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଖଣ୍ଡପଡ଼ା ତଥା ସମ୍ବାଦ ଗ୍ରୁପ ପ୍ରତିଷ୍ଠାତା ଏବଂ ଅଧ୍ୟକ୍ଷ ଶ୍ରୀଯୁକ୍ତ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ସମ୍ମାନୀତ ଅତିଥି ଭାବେ ବିଧାୟକ ତାଳଚେର ବ୍ରଜକିଶୋର ପ୍ରଧାନ ଯୋଗଦେଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିବା ସହ ଛାତ୍ର ଛାତ୍ରୀ ମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।