କଣ୍ଟାମାଳ: କଣ୍ଟାମାଳ ବ୍ଲକ ରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ସମୁଦାୟ 49 ଗୋଟି ଅଭିଯୋଗର ପଂଜିକରଣ
କଣ୍ଟାମାଳ ବ୍ଲକ ରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ସମୁଦାୟ 49 ଗୋଟି ଅଭିଯୋଗର ପଂଜିକରଣ ସୋମବାର ଦିନ ସକାଳ 10 ଘଟିକା ସମୟରେ କଣ୍ଟାମlଲ ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ସମୁଦାୟ 49 ଗୋଟି ଅଭିଯୋଗର ପଂଜିକରଣ ହୋଇଥିଲା | ଜିଲ୍ଲାପାଳଙ୍କ ପକ୍ଷରୁ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ପକ୍ଷରୁ ଉପ ଆରକ୍ଷୀ ଅଧୀକ୍ଷକ ଆନନ