କଟକ ପୌରାଞ୍ଚଳ: କଟକରେ ଛାତ୍ରଛାତ୍ରୀଙ୍କ ପାଇଁ ନିର୍ବାଚନ ସଚେତନତା କାର୍ଯ୍ୟକ୍ରମ
କଟକ ଜିଲ୍ଲାରେ ଇଲେକ୍ଟରାଲ ଲିଟରେସି କ୍ଲବ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରବନ୍ଧ ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ନିର୍ବାଚନ ପ୍ରକ୍ରିୟାକୁ ନେଇ ସଚେତନତା ସୃଷ୍ଟି କରିବା ଏହାର ମୂଳ ଲକ୍ଷ୍ୟ।