ସୁନ୍ଦରଗଡ଼ ଜିଲ୍ଲାର ସବଡେଗା ଏକଲବ୍ୟ ମଡେ଼ଲ ସ୍କୁଲ ଆଜି ଆଭାସୀ ମାଧ୍ୟମରେ ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଛି। ମାନ୍ୟବର ପ୍ରଧାନମନ୍ତ୍ରୀ ଙ୍କର କର କମଳରେ ଏହି ସ୍କୁଲ ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ପୈରାଧ୍ୟକ୍ଷା ତନୟା ମିଶ୍ର ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରିଥିଲେ।