କଟକ ପୌରାଞ୍ଚଳ: ଓଡ଼ିଶା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଓଡ଼ିଶା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ସଫଳ ଆୟୋଜନ ପାଇଁ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମହୋତ୍ସବର ସୁଚାରୁ ପରିଚାଳନା ଓ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରସାର ଉପରେ ଗୁରୁତ୍ୱ ଦିଆଯାଇଛି।