Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
मौत
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
No video available

ଛତ୍ରପୁର: ବ୍ରହ୍ମପୁର ହରପ୍ରିୟା ନଗର ଠାରେ ବନ ମହୋତ୍ସବ ପାଳିତ, ଯୋଗଦେଲେ ମେୟରକଂ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି

Chhatrapur, Ganjam | Jul 5, 2025
ପବିତ୍ର ବାହୁଡା଼ ଯାତ୍ରାରେ ବ୍ରହ୍ମପୁର ହରପ୍ରିୟା ନଗର ଠାରେ ପୂର୍ବତନ ବିଡିଏ ଅଧକ୍ଷ ସୁବାସ ମହାରଣାଙ୍କ ନେତୃତ୍ୱରେ ବନ ମହୋତ୍ସବ ପାଳନ କରାଯାଇଛି। ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବିଜେଡି ଜିଲ୍ଲା ସଭାପତି ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଯୋଗ ଦେଇଥିଲେ।