ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତୁଳସୀପାଳ ଗ୍ରାମ ନିକଟରେ ଶୁକ୍ରବାର ଅପରାହ୍ନ ଚାରିଟା ବେଳେ ଗ୍ରାମ ଠାରୁ ଅଳ୍ପ କିଛି ଦୂରରେ ହାତୀ ପଲ ଥିବା ସୂଚନା ମିଳିଛି। ଯାହା ଫଳରେ ସ୍ଥାନୀୟ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଭୟଭୀତ ଅବସ୍ଥାରେ ଅଛନ୍ତି। ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ହାତୀକୁ ଜଗି ରହିଛି।