କଟକ ପୌରାଞ୍ଚଳ: ବାତ୍ୟା ଆକଭାନ: କଟକ ଜିଲ୍ଲାରେ ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର କରାଯାଉଛି
ବାତ୍ୟା ଆକଭାନକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାରେ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଉଛି। ବାତ୍ୟା ସମୟରେ ସେମାନଙ୍କୁ ତୁରନ୍ତ ଡାକ୍ତରୀ ସହାୟତା ଓ ମାତୃସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଏହି ପଦକ୍ଷେପ ନିଆଯାଇଛି।