ମାଲକାନଗିରି: କୁଡୁମୁଲୁଗୁମ୍ମା ଡାରଉଇନ ସ୍ମାରକୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Malkangiri, Malkangiri | Jul 7, 2025
ଆଜି ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ଡାରଉଇନ ସ୍ମାରକୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ସହ ଏକ...