Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଭଟଲି: ଭଟଲି ବ୍ଳକ ସଭାଗୃହ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଭଟଲି ବ୍ଳକ ସଭାଗୃହ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଭଟଲିବ୍ଳକର ସଭାଗୃହରେଆଜି ଦିନ ୧୧ଟାରେ ବରଗଡ଼ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା।ଏଥିରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ,ଏସପି ପ୍ରହଲ୍ଲାଦ ସହାଇ ମୀନା,ଉପ ଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ, ଭଟଲି ବ୍ଳକ ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ, ବିଡ଼ିଓ ପ୍ରମୋଦ ଚନ୍ଦ୍ର ମେହେର, ତହସିଲଦାର ରାମକୃଷ୍ଣ ମିଶ୍ର, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ କୁବେର ଚନ୍ଦ୍ର ମହନ୍ତ ପ୍ରମୁଖ ମଞ୍ଚାସିନ ଥିଲେ।ଏହି ଜନ ଶୁଣାଣି ରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦାୟିତ୍ୱ ରେ ଥିବା ତାହୀର ହୁସେନ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।

MORE NEWS