Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: ସାମନ୍ତରାପାଲି ଗ୍ରାମରେ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବୃକ୍ଷରୋପଣ କାର୍ଯ୍ୟକ୍ରମ, ଯୋଗଦଲେ ଜିଲ୍ଲାପାଳ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଦେବଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ୧ ଲକ୍ଷ ୨୫ ହଜାର ବୃକ୍ଷ ରୋପଣ କରାଯାଇଛି । ଏହି ଅବସରରେ ତିଲେଇବଣି ବ୍ଲକ ସାମନ୍ତରାପାଲି ଗ୍ରାମରେ ଜିଲ୍ଲା ସ୍ତରୀୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିତାକାଟିବା ସହିତ ବୃକ୍ଷରୋପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ବନଖଣ୍ଡ ଅଧିକାରୀଣୀ ମିସ ରଶ୍ମି ଜି ଉପସ୍ଥିତ ଥିଲେ ।

MORE NEWS