ଝରିଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜନସୁଣାଣି କାର୍ଯ୍ୟକ୍ରମରେ ଅନୁଷ୍ଠିତ ହେଲା। ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଲୋକଙ୍କ ସମସ୍ୟା ବୁଝିବା ସହ କିଭଳି ଏଗୁଡିକର ଶୀଘ୍ର ସମାଧନ ହେବ ଏଥିପ୍ରତି ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଏହି ଜନଶୁଣାଣୀ ସମୟରେ ସ୍ଥାନୀୟ ଜନସାଧାରଣ ସହ ବ୍ଲକର ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତି ଥିଲେ