ରାଉରକେଲା ଉତ୍କଳମଣି ହୋମିଓପାଥି କଲେଜ୍ ଗେଟ୍ ରେ ତାଲା ପଡ଼ିଛି।୮ ଟି ଦାବିରେ ଛାତ୍ରଛାତ୍ରୀ ମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଗତକାଲି ଡାକ୍ତର ମାନେ ପିନ୍ଧୁ ଥିବା ଧଳା କୋଟ୍ କୁ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି।ମଂଗଳବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଛାତ୍ର ଛାତ୍ରୀ।