Public App Logo
Jansamasya
News
Bjp
National
Police
Bihar
बिहार
कांग्रेस
भाजपा
Congress
Modi
Delhi
Viral
Jharkhand
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand
Sambalpur
Crimenews
Karnataka
Aap
Kota

ଉମରକୋଟ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଉମରକୋଟ ବ୍ଲକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି।

Umarkote, Nabarangpur | Dec 11, 2025
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଉମରକୋଟ ବ୍ଲକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି। ମନ୍ତ୍ରୀ ଶ୍ ନିତ୍ୟାନନ୍ଦ ଗଣ୍ଡ ଙ୍କ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ର ଶିଳା ନ୍ୟାସ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ମନ୍ତ୍ରୀ ଶ୍ରୀ ଗଣ୍ଡ ଉମରକୋଟ ସହର ରେ କଲ୍ୟାଣ ମଣ୍ଡପ, .ଲାଇବ୍ରେରୀ ଓ ଅଡିଟରିୟମ ପାଇଁ ଶିଳାନ୍ୟାସ କରିଥିଲେ। ଏହା ପରେ ଡଙ୍ଗରି ଗୁଡା ଠାରେ କାଲି ମନ୍ଦିର ଉନ୍ନୟନ କାର୍ଯ୍ୟ ସହ ଡଙ୍ଗରି ଗୁଡା ପାହାଡ ରେ ୱାଚ ଟା୍ୱାର ର ଶିଳାନ୍ୟାସ କରିଥିଲେ।

MORE NEWS

ଉମରକୋଟ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଉମରକୋଟ ବ୍ଲକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି। - Umarkote News