ଶଙ୍କରାଖୋଲ୍ ଠାରେ ଗଜ ଲକ୍ଷ୍ମୀ ପୂଜା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ମନ୍ତ୍ରୀ ତଥା କନ୍ଧମାଳ ଜିଲ୍ଲା ବିଜେଡ଼ି ସଭାପତି ପଦ୍ମନାଭ ବେହେରା,ପୂର୍ବତନ ବିଧାୟକ ଅଙ୍ଗଦ କହଁର ଙ୍କ ସମତେ ସ୍ଥାନୀୟ ଜନ ପ୍ରତିନିଧି, ପରିଚାଳନା କମିଟି ସଦସ୍ୟ ମାନେ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ବହୁ ଲୋକଙ୍କ ସମାଗମ ହୋଇଅଛି।