Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

ଗାଁକୁ ଯିବାକୁ ନାହିଁ ପକ୍କା ରାସ୍ତା। ବର୍ଷ ବର୍ଷ ଧରି ରାସ୍ତା ପାଇଁ ଦାବି କରି ଆସୁଛନ୍ତି ଗ୍ରାମବାସୀ। ବାରମ୍ବାର ଅଭିଯୋଗ, ପ୍ରତିଶ୍ରୁତି ଓ ଆଲୋଚନା ପରେ ବି ବଦଳିଲାନି ଚିତ୍ର। ଶେଷରେ ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ରାସ୍ତା ଉପରେ ଧାନ ତଳି ରୋଇ ଅଭିନବ ପ୍ରତିବାଦ କରିଛନ୍ତି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ମାଝୀଗୁଡ଼ା ଗ୍ରାମବାସୀ।

Jeypore, Koraput | Aug 14, 2026

MORE NEWS