ସମ୍ବଲପୁର ଫାଟକ ଅଞ୍ଚଳରେ ଟ୍ରେନ ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଅଭିଯୋଗ l ମିଳିଥିବା ସୂଚନା ଅନୁସାରେ ଆଜି ଦିନ ପ୍ରାୟ 12 ଟା ସମୟରେ ଜଣେ ଯୁବକ ଟ୍ରେନ ସମ୍ମୁଖକୁ ଡ଼େଇଁ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି l ତେବେ ଯୁବକଙ୍କ ପରିଚୟ ମିଳିପାରିନାହିଁ l ମୃତ ଦେହକୁ ଜିଆରପି ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି l