ସୁଶାସନ ଦିବସ ପାଳନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ ପରେ ପ୍ରତିକ୍ରିୟା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ମିନି ଷ୍ଟାଡିୟମରେ ଗୁରୁବାର ଅପରାହ୍ନରେ ସୁଶାସନ ଦିବସ ପାଳନ ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଆଦର୍ଶ ବିଦ୍ୟାଳୟର ଉଦଘାଟନ କରିଛନ୍ତି