Public App Logo
Jansamasya
News
Bjp
National
Police
Bihar
India
चोरी
बीजेपी
Uttar_pradesh
Accident
Congress
Modi
Delhi
Viral
पेट्रोल
Up
Bollywood
Breakingnews
Madhya_pradesh
Pmmodi
Telangana
Rahulgandhi
Chhattisgarh
Uttarpradesh
Haryana
Cricket
Sdm
Uttarakhand
Sambalpur

ଘଟଗାଁ: ହାଟଡ଼ିହି ବ୍ଲକରେ ଆୟୋଜିତ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା

Ghatgaon, Kendujhar | Nov 8, 2025
କେନ୍ଦୁଝର ଜିଲ୍ଲାର ହାଟଡ଼ିହି ବ୍ଲକରେ ଆୟୋଜିତ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା–୨୦୨୫ ପ୍ରାଣିପାଳକ ଓ ମତ୍ସ୍ୟଚାଷୀଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଥିଲା। ଏହି ଅବସରରେ ପ୍ରାଣିପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା ଏବଂ ସେମାନେ ନିଜର ଅନୁଭବ ସମସ୍ତଙ୍କ ସହିତ ବାଣ୍ଟିଥିଲେ।