Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଆନନ୍ଦପୁର: ବିଜେଡିର ପ୍ରତିଷ୍ଠା ଦିବସ ପାଳନ ପାଈଁ ଇଞ୍ଚୋଳରେ ପ୍ରସ୍ତୁତି ବୈଠକ

Anandapur, Kendujhar | Dec 20, 2025
ଆସନ୍ତା ୨୬ତାରିଖ ଦିନ ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରିବା ପାଈଁ ବିଜେଡିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଇଞ୍ଚୋଳ ଠାରେ ଆଜି ଅପରାହ୍ଣ ୪ଟା ବେଳେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ଜେନା,ପୂର୍ବତନ ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ଜିଲ୍ଲା ପରିଷଦ ଉପାଧ୍ୟାକ୍ଷ ସୋମନାଥ ଦାସ, ବରିଷ୍ଠ ବିଜେଡି ନେତା ମାର୍କଣ୍ଡ ଚରଣ ଓଝା, ବୀରେନ୍ଦ୍ର କୁମାର ବିଶ୍ୱାଳ, ପ୍ୟାରୀ ମୋହନ ମଲ୍ଲିକଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତା ଯୋଗଦେଇ କାର୍ଯ୍ୟକ୍ରମର ସଫଳରୂପାୟନ ନେଇ ଆଲୋଚନା କରିଥିଲେ।

MORE NEWS