ଟ୍ରଲାଇନ୍ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଗାମୀ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ଏଭଳି ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।